ମୋ-ଗର୍ଭାବସ୍ଥାର-ନବମ-ମାସରେ-ବି-ଗ୍ରାହକ-ଆସନ୍ତି

New Delhi, Delhi

Nov 23, 2020

‘ମୋ ଗର୍ଭାବସ୍ଥାର ନବମ ମାସରେ ବି ଗ୍ରାହକ ଆସନ୍ତି’

ଚାରିଟି ଗର୍ଭନଷ୍ଟ, ଜଣେ ନିଶାଖୋର ସ୍ଵାମୀ, ଏବଂ କାରଖାନାରୁ ଚାକିରି ହରାଇବା ପରେ ଦିଲ୍ଲୀ ବାସିନ୍ଦା ହନି, ପଞ୍ଚମ ଥର ପାଇଁ ଗର୍ଭଧାରଣ ସମୟରେ ବି ଯୌନ କାରବାରକୁ ଆଦରି ନିଅନ୍ତି ଏବଂ ସେବେଠାରୁ ଯୌନରୋଗରେ ସଂକ୍ରମିତ ହୋଇ କାଳ କାଟୁଛନ୍ତି । ଏବେ, ଲକ୍‌ଡାଉନ୍‌ ସମୟରେ, ରୋଜଗାର ପାଇଁ ସେ ସଂଘର୍ଷ କରୁଛନ୍ତି

Series Editor

Sharmila Joshi

Illustration

Antara Raman

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Jigyasa Mishra

ଜିଜ୍ଞାସା ମିଶ୍ର, ଉତ୍ତର ପ୍ରଦେଶ ଚିତ୍ରକୂଟର ଜଣେ ସ୍ଵାଧୀନ ସାମ୍ବାଦିକ । ସେ ମୁଖ୍ୟତଃ ଗ୍ରାମାଞ୍ଚଳ ପ୍ରସଙ୍ଗରେ, ଭାରତର ବିଭିନ୍ନ ଭାଗରେ ପ୍ରଚଳିତ କଳା ଓ ସଂସ୍କୃତି ଉପରେ ରିପୋର୍ଟ ଦିଅନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Illustration

Antara Raman

ଅନ୍ତରା ରମଣ ଜଣେ ଚିତ୍ରକର ଏବଂ ସାମାଜିକ ପ୍ରକ୍ରିୟା ଓ ପୌରାଣିକ ଚିତ୍ର ପ୍ରତି ଆଗ୍ରହ ରହିଥିବା ଜଣେ ୱେବସାଇଟ୍ ଡିଜାଇନର୍। ବେଙ୍ଗାଲୁରୁର ସୃଷ୍ଟି ଇନଷ୍ଟିଚ୍ୟୁଟ୍ ଅଫ୍ ଆର୍ଟ, ଡିଜାଇନ୍ ଏବଂ ଟେକ୍ନୋଲୋଜିର ସ୍ନାତକ ଭାବେ ସେ ବିଶ୍ୱାସ କରନ୍ତି ଯେ କାହାଣୀ ବର୍ଣ୍ଣନା ଏବଂ ଚିତ୍ରକଳା ସହଜୀବୀ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ