2023-editors-choice-of-pari-films-or

Dec 30, 2023

୨୦୨୩ରେ : ସମ୍ପାଦକଙ୍କ ପସନ୍ଦର ପରୀ ଚଳଚ୍ଚିତ୍ର

ଐତିହ୍ୟ ପାଠାଗାରଠାରୁ ଆରମ୍ଭ କରି ଅକ୍ଷୟ ଶକ୍ତି, ଡୋକରା କଳାଠାରୁ ଆରମ୍ଭ କରି ଆଲଫୋନ୍ସୋ ଆମ୍ବ ଚାଷୀଙ୍କ ପର୍ଯ୍ୟନ୍ତ, ଆମେ ଆମ ଗ୍ୟାଲେରୀ ବିଭାଗରେ ବିଭିନ୍ନ ପ୍ରକାର ଚଳଚ୍ଚିତ୍ରକୁ ସାମିଲ କରିଛୁ । ଆରାମରେ ବସି ଦେଖନ୍ତୁ ଏକ ବିବିଧ ଦୁନିଆ

Want to republish this article? Please write to [email protected] with a cc to [email protected]

Author

Shreya Katyayini

ଶ୍ରେୟା କାତ୍ୟାୟିନୀ ହେଉଛନ୍ତି ଜଣେ ଚଳଚ୍ଚିତ୍ର ନିର୍ମାତା ଓ ‘ପରୀ’ର ବରିଷ୍ଠ ଭିଡିଓ ସମ୍ପାଦକ। ସେ ମଧ୍ୟ ‘ପରୀ’ ପାଇଁ ଅଙ୍କନ କରନ୍ତି।

Author

Sinchita Parbat

ସିଞ୍ଚିତା ପର୍ବତ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ଭିଡିଓ ସମ୍ପାଦିକା ଏବଂ ଜଣେ ମୁକ୍ତବୃତ୍ତିର ଫଟୋଗ୍ରାଫର ଓ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା। ପୂର୍ବରୁ ସିଞ୍ଚିତା ମାଜୀ ନାମରେ ତାଙ୍କର କାହାଣୀଗୁଡ଼ିକ ପ୍ରକାଶ ପାଇଛି।

Author

Urja

ଉର୍ଜା ହେଉଛନ୍ତି ପିପୁଲସ୍ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସହଯୋଗୀ ଭିଡିଓ ଏଡିଟର୍। ଜଣେ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା, ସେ କାରିଗରୀ, ଜୀବିକା ଏବଂ ପରିବେଶରେ ରୁଚି ରଖନ୍ତି। ଉର୍ଜା ମଧ୍ୟ ପରୀର ସୋସିଆଲ ମିଡିଆ ଟିମ୍ ସହ କାମ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।