hanging-by-strings-on-mumbai-locals-or

Mumbai, Maharashtra

Jun 06, 2023

ମୁମ୍ବାଇର ଲୋକାଲ୍ ଟ୍ରେନରେ ସ୍ୱରବଦ୍ଧ ଜୀବନଯାତ୍ରା

ମୁମ୍ବାଇର ଲୋକାଲ୍ ଟ୍ରେନରେ ସାରଙ୍ଗୀ ବଜାନ୍ତି ରାଜସ୍ଥାନରୁ ଆସିଥିବା କିଷାନ ଯୋଗୀ। ଉତ୍ତରାଧିକାର କ୍ରମରେ ବାପାଙ୍କ ବୃତ୍ତିକୁ ସମ୍ମାନ ଜଣାଇ ସେ ଏହା ଅବ୍ୟାହତ ରଖିଛନ୍ତି ସତ, ହେଲେ ସେ କହନ୍ତି, ଏଥିରୁ ପରିବାରର ଗୁଜରାଣ ମେଣ୍ଟାଇବା କଷ୍ଟକର

Author

Aayna

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Aayna

ଆୟନା ହେଉଛନ୍ତି ‘ପରୀ’ ସହ କାମ କରୁଥିବା ଜଣେ ଦୃଶ୍ୟାତ୍ମକ କାହାଣୀକାର ଓ ଫଟୋଗ୍ରାଫର।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।