in-kashmir-a-lake-no-more-or

Bandipore, Jammu and Kashmir

Jun 20, 2024

କାଶ୍ମୀର: ଆଉ ନାହିଁ ସେହି ହ୍ରଦ

ପ୍ରଦୂଷଣ ଯୋଗୁଁ ଭାରତର ସର୍ବବୃହତ୍‌ ମଧୁର ଜଳାଶୟ – ଉଲାର ହ୍ରଦର ଜଳସ୍ତର ହ୍ରାସ ପାଇବା ସହିତ ମାଛ ସଂଖ୍ୟା କମିବାରେ ଲାଗିଛି । ଏହି ହ୍ରଦ ଉପରେ ନିର୍ଭର କରି ଗୁଜରାଣ ମେଣ୍ଟାଉଥିବା ମତ୍ସ୍ୟଜୀବୀମାନଙ୍କ ପାଇଁ ଭଲ ପରିମାଣର ମାଛ ଧରିବା ଏବେ କାଠିକର ପାଠ ହୋଇଛି

Want to republish this article? Please write to [email protected] with a cc to [email protected]

Author

Muzamil Bhat

ମୁଜାମିଲ୍ ଭଟ ହେଉଛନ୍ତି ଶ୍ରୀନଗରରେ ବାସ କରୁଥିବା ଜଣେ ମୁକ୍ତବୃତ୍ତ ଫଟୋ ସାମ୍ବାଦିକ ଓ ଚଳଚ୍ଚିତ୍ର ନିର୍ମାତା ଏବଂ ସେ 2022 ର ପରୀ ଫେଲୋ ଥିଲେ।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ପରୀ ଏଜୁକେସନର ଅଂଶବିଶେଷ ଭାବେ ପ୍ରଶିକ୍ଷାର୍ଥୀ ଓ ଛାତ୍ରଛାତ୍ରୀଙ୍କ ସହ ନିବିଡ଼ ଭାବେ କାର୍ଯ୍ୟ କରିଥା’ନ୍ତି। ସର୍ବଜୟା ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। ସେ କୋଲକାତାରେ ରୁହନ୍ତି ଏବଂ ସହରର ଇତିହାସ ଏବଂ ଭ୍ରମଣ ସାହିତ୍ୟ କ୍ଷେତ୍ରରେ ତାଙ୍କର ରୁଚି ରହିଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।