in-punjab-crop-losses-anxiety-and-debt-or

Sri Muktsar Sahib, Punjab

Sep 11, 2023

ପଞ୍ଜାବରେ ଫସଲହାନି, ଉଦ୍‌ବେଗ ଏବଂ ଋଣଭାର

ଶ୍ରୀ ମୁକ୍ତସର ସାହିବ ଜିଲ୍ଲାରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ସ୍ପଷ୍ଟ ଏବଂ ବିଦ୍ୟମାନ: ଅଦିନିଆ ବର୍ଷା ଏବଂ କୁଆପଥର ପଡ଼ିବା ଯୋଗୁଁ କ୍ରମାଗତ ଦୁଇ ଥର ରବି ଫସଲ ସଂପୂର୍ଣ୍ଣ ଉଜୁଡ଼ି ଯାଇଛି । ଏମିତି କି ସେମାନଙ୍କ ଘରଦ୍ୱାର ବି ଭାଙ୍ଗିରୁଜି ଯାଇଛି

Want to republish this article? Please write to [email protected] with a cc to [email protected]

Author

Sanskriti Talwar

ସଂସ୍କୃତି ତଲୱାର ଦିଲ୍ଲୀରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକା ଏବଂ ୨୦୨୩ର ଜଣେ ପରୀ ଏମଏମଏଫ ଫେଲୋ।

Editor

Kavitha Iyer

କବିତା ଆୟାର ୨୦ ବର୍ଷ ଧରି ସାମ୍ବାଦିକତା କରି ଆସୁଛନ୍ତି। ସେ ‘ଲ୍ୟାଣ୍ଡସ୍କେପ୍ସ ଅଫ ଲସ୍ : ଦ ଷ୍ଟୋରୀ ଅପ୍ ଆନ ଇଣ୍ଡିଆ ଡ୍ରଟ୍’ (ହାର୍ପର କଲ୍ଲିନ୍ସ, ୨୦୨୧) ପୁସ୍ତକର ଲେଖିକା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।