ରାଜା-ଏବଂ-ହାତୀକାନ-ଭଳି-ତାଙ୍କ-ଗୁପ୍ତକାନ

Ahmedabad, Gujarat

Sep 30, 2021

ରାଜା ଏବଂ ହାତୀକାନ ଭଳି ତାଙ୍କ ଗୁପ୍ତକାନ

ଜଣେ ମାଆ ତାଙ୍କ ମାଆଙ୍କ ପାଖରୁ ଶୁଣିଥିବା ଲୋକକଥାକୁ ମନେ ପକାଇ ଏକ କ୍ଷୁଦ୍ର କବିତା ଲେଖନ୍ତି । କୌଣସି ଜୀବିତ ଓ ମୃତ ବ୍ୟକ୍ତିଙ୍କ ସହ ଏହାର ସାମଞ୍ଜସ୍ୟ ସାମଗ୍ରିକ ଭାବେ ପାଠକଙ୍କର କଳ୍ପନାପ୍ରସୂତ ମାତ୍ର

Illustration

Labani Jangi

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Illustration

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।