ଶବ୍ଦ-ସଂଗୀତ-ସ୍ଳୋଗାନ

Nashik, Maharashtra

Apr 04, 2019

ଶବ୍ଦ, ସଂଗୀତ, ସ୍ଳୋଗାନ

ଫେବ୍ରୁଆରୀ ୨୦-୨୧ରେ ନାସିକ୍ରେ ହୋଇଥିବା କୃଷକ ରାଲିର ଅଧିକାଂଶ ଅଂଶଗ୍ରହଣକାରୀ ସେମାନଙ୍କ ପାରମ୍ପରିକ ବାଦ୍ୟଯନ୍ତ୍ର ଆଣି ଆସିଥିଲେ, ପ୍ରତିବାଦ ସମାବେଶରେ ଗୀତ ଏବଂ ଛନ୍ଦ ତୋଳୁଥିଲେ

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Sanket Jain

ସାଙ୍କେତ ଜୈନ ମହାରାଷ୍ଟ୍ରର କୋହ୍ଲାପୁରରେ ଅବସ୍ଥାପିତ ଜଣେ ନିରପେକ୍ଷ ସାମ୍ବାଦିକ । ସେ ୨୦୨୨ର ଜଣେ ବରିଷ୍ଠ ପରୀ ସଦସ୍ୟ ଏବଂ ୨୦୧୯ର ଜଣେ ପରୀ ସଦସ୍ୟ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।