ସବୁ-ହସର-ଏହି-ଜନନୀଙ୍କୁ-ଆପଣ-ଲକ୍‌ଡାଉନ୍‌-କରି-ପାରିବେନି

Nashik, Maharashtra

Jun 26, 2020

ସବୁ ହସର ଏହି ଜନନୀଙ୍କୁ ଆପଣ ଲକ୍‌ଡାଉନ୍‌ କରି ପାରିବେନି

ମହାରାଷ୍ଟ୍ରର ମୁମ୍ବାଇ-ନାଶିକ୍ ରାଜପଥରେ ସଂକଳ୍ପବଦ୍ଧ ଭାବରେ ଚାଲୁଥିବା ପ୍ରବାସୀମାନଙ୍କର ସେହି ବିରାଟ ଧାଡିଗୁଡ଼ିକରେ ଏହି ଅସାଧାରଣ ମା’ଙ୍କର ଛବି ଜଣେ ଚିତ୍ରଶିଳ୍ପୀଙ୍କର କଳ୍ପନାକୁ ଜାଗ୍ରତ କରିଥିଲା

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Labani Jangi

ଲାବଣୀ ଜାଙ୍ଗୀ ପଶ୍ଚିମବଙ୍ଗ ନଦିଆ ଜିଲ୍ଲାର ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ ଟି.ଏମ. କ୍ରିଷ୍ଣା-ପରୀ ପୁରସ୍କାର ୨୦୨୫ର ପ୍ରଥମ ବିଜେତା ଏବଂ ୨୦୨୦ର ଜଣେ ପରୀ ଫେଲୋ। କୋଲକାତାସ୍ଥିତ ସେଣ୍ଟର ଫର୍‌ ଷ୍ଟଡିଜ୍‌ ଇନ୍‌ ସୋସିଆଲ୍‌ ସାଇନ୍ସେସ୍‌ଠାରେ ଜଣେ ପିଏଚଡି ଗବେଷିକା ଭାବେ ଲାବଣୀ ଶ୍ରମିକ ବିସ୍ଥାପନ କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।