if-we-are-not-safe-in-our-own-state-where-will-we-be-or

Patiala District, Punjab

Feb 20, 2024

‘ଯଦି ଆମେ ଆମ ନିଜର ସୁରକ୍ଷିତ ନୋହୁଁ, ତେବେ କେଉଁଠି ସୁରକ୍ଷିତ ରହିବୁ?’

ହରିୟାଣା ପୋଲିସ୍ ଚାଷୀମାନଙ୍କ ଉପରେ କରିଥିବା ଆକ୍ରମଣ ଉଦ୍ଦେଶ୍ୟରେ ଏହି ପ୍ରଶ୍ନ ଉଠିଥିଲା, ଯେତେବେଳେ କି ପଞ୍ଜାବରେ ମଧ୍ୟ ବହୁ ଚାଷୀ ଗୁରୁତର ଭାବରେ ଆହତ ହୋଇଛନ୍ତି। ସେମିତି ଜଣେ ଚାଷୀ ହେଉଛନ୍ତି ଦବିନ୍ଦର ସିଂ ଯେ କି ତାଙ୍କ ବାମ ଆଖିର ଦୃଷ୍ଟିଶକ୍ତି ହରାଇବାର ଆଶଙ୍କା ସୃଷ୍ଟି ହୋଇଛି

Want to republish this article? Please write to [email protected] with a cc to [email protected]

Author

Arshdeep Arshi

ଅର୍ଶଦୀପ ଅର୍ଶି ଚଣ୍ଡୀଗଡ଼ର ଜଣେ ସ୍ୱାଧୀନ ସାମ୍ବାଦିକ ଏବଂ ଅନୁବାଦକ ଏବଂ ସେ ନ୍ୟୁଜ୍18 ପଞ୍ଜାବ ଓ ହିନ୍ଦୁସ୍ତାନ ଟାଇମସରେ କାମ କରିଛନ୍ତି। ସେ ପାତିଆଲାର ପଞ୍ଜାବୀ ବିଶ୍ୱବିଦ୍ୟାଳୟରୁ ଇଂଲିଶ ସାହିତ୍ୟରେ ଏମ୍.ଫିଲ ଉପାଧି ହାସଲ କରିଛନ୍ତି।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।