in-varanasi-district-mnrega-is-absent-or

Varanasi, Uttar Pradesh

Jun 01, 2024

ବାରଣାସୀ ଜିଲ୍ଲାରେ: ମନରେଗା ନାହିଁ

ଏହି ନିର୍ବାଚନ ମଣ୍ଡଳୀ ନରେନ୍ଦ୍ର ମୋଦିଙ୍କୁ ଦୁଇଥର ନିର୍ବାଚିତ କରିଛି। କିନ୍ତୁ ସରକାରଙ୍କ ଆର୍ଥିକ ସହଯୋଗରେ କାମ ମିଳୁଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଆଇନ କାମ କରୁ ନଥିବା ମତଦାତାମାନଙ୍କ ମୋହଭଙ୍ଗ କରିଛି

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Akanksha Kumar

ଆକାଂକ୍ଷା କୁମାର ହେଉଛନ୍ତି ଦିଲ୍ଲୀରେ ବିବିଧ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକ। ମାନବାଧିକାର, ଗ୍ରାମାଞ୍ଚଳର ହାଲଚାଲ୍, ସଂଖ୍ୟାଲଘୁଭିତ୍ତିକ ସମସ୍ୟାଗୁଡ଼ିକ ଲିଙ୍ଗ ଭେଦ ଏବଂ ସରକାରୀ ଯୋଜନାର ପ୍ରଭାବ କ୍ଷେତ୍ରରେ ବିଶେଷ ଆଗ୍ରହ ରଖନ୍ତି। ସେ 2022 ମସିହାରେ ମାନବାଧିକାରୀ ଏବଂ ଧାର୍ମିକ ସ୍ୱାଧୀନତା ସାମ୍ବାଦିକତା ପୁରସ୍କାର ଲାଭ କରିଛନ୍ତି।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।