
Gadchiroli, Maharashtra •
Apr 25, 2024
Author
Jaideep Hardikar
ଜୟଦୀପ ହାର୍ଦିକର ନାଗପୁରର ଜଣେ ବରିଷ୍ଠ ସାମ୍ବାଦିକ ଏବଂ ‘ପରୀ’ର ଭ୍ରାମ୍ୟମାଣ ରିପୋର୍ଟର । ସେ ‘ରାମାରାଓ: ଦି ଷ୍ଟୋରୀ ଅଫ୍ ଇଣ୍ଡିଆସ୍ ଫାର୍ମ କ୍ରାଇସିସ୍’ ଶୀର୍ଷକ ପୁସ୍ତକର ରଚୟିତା । “ସାମାଜିକ ସଚେତନତା, ସହାନୁଭୂତି ଏବଂ ପରିବର୍ତ୍ତନ” ଦିଗରେ ପ୍ରେରଣା ପ୍ରଦାନକାରୀ ତାଙ୍କର “ସାର୍ଥକ, ଦାୟିତ୍ୱସଂପନ୍ନ, ଏବଂ ପ୍ରଭାବଶାଳୀ ସାମ୍ବାଦିକତା,” କୁ ସ୍ୱୀକୃତି ପ୍ରଦାନ ପୂର୍ବକ ୨୦୨୫ରେ, ଜୟଦୀପ ‘ରାମୋଜୀ ଏକସେଲନସ ଆୱାର୍ଡସ-୨୦୨୫’ରେ ପ୍ରଥମ ‘ଆୱାର୍ଡ ଅଫ୍ ଏକସେଲନସ’ ବିଜୟୀ ହୋଇଥିଲେ ।
Editor
Medha Kale
ମେଧା କାଲେ ତୁଲଜାପୁରରେ ରହନ୍ତି ଏବଂ ମହିଳା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରନ୍ତି । ସେ ଜଣେ ଅଭିଜ୍ଞ ଅନୁବାଦକ ଏବଂ ସାମୟିକ ଶିକ୍ଷକ ।
Translator
OdishaLIVE