they-bjp-do-not-have-the-right-or

Ludhiana, Punjab

May 25, 2024

'ସେମାନଙ୍କର (ବିଜେପିର) ସେ ଅଧିକାର ନାହିଁ...'

କୃଷକ ଓ ଶ୍ରମିକମାନଙ୍କ ପ୍ରତି ସେମାନେ ଯେଉଁଭଳି ବ୍ୟବହାର କରିଥିଲେ, ସେ ଦୃଷ୍ଟିରୁ, ସାରା ପଞ୍ଜାବର ଲୋକେ କହୁଛନ୍ତି ଯେ, ଏଥର ୨୦୨୪ ସାଧାରଣ ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି)ର ଭୋଟ ମାଗିବାର ଅଧିକାର ନାହିଁ । ଏହା ହିଁ ଥିଲା ଏ ସପ୍ତାହରେ ଲୁଧିଆନାରେ ଅନୁଷ୍ଠିତ କିଷାନ-ମଜଦୁର ମହାପଞ୍ଚାୟତର ବାର୍ତ୍ତା

Want to republish this article? Please write to [email protected] with a cc to [email protected]

Author

Arshdeep Arshi

ଅର୍ଶଦୀପ ଅର୍ଶି ଚଣ୍ଡୀଗଡ଼ର ଜଣେ ସ୍ୱାଧୀନ ସାମ୍ବାଦିକ ଏବଂ ଅନୁବାଦକ ଏବଂ ସେ ନ୍ୟୁଜ୍18 ପଞ୍ଜାବ ଓ ହିନ୍ଦୁସ୍ତାନ ଟାଇମସରେ କାମ କରିଛନ୍ତି। ସେ ପାତିଆଲାର ପଞ୍ଜାବୀ ବିଶ୍ୱବିଦ୍ୟାଳୟରୁ ଇଂଲିଶ ସାହିତ୍ୟରେ ଏମ୍.ଫିଲ ଉପାଧି ହାସଲ କରିଛନ୍ତି।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।