this-is-hard-work-and-the-money-is-not-enough-or

Mar 02, 2024

‘କଷ୍ଟ କାମ; ଯଥେଷ୍ଟ ରୋଜଗାର ନାହିଁ’

ସକୁନି ଓ ଗୀତା ଦେବୀ ହେହେଗଡ଼ା ଜଙ୍ଗଲରୁ ଶାଳପତ୍ର ସଂଗ୍ରହ କରିଥା’ନ୍ତି, ଏବଂ ସେଥିରେ ଦନା ଓ ଥାଳି ପ୍ରସ୍ତୁତ କରି ଡାଲ୍ଟନଗଞ୍ଜରେ ବିକ୍ରି କରିଥା’ନ୍ତି। ସେମାନେ ପରସ୍ପରର ବନ୍ଧୁ ଏବଂ ଘର ପାଖରେ ରୁହନ୍ତି। ଉଭୟ ସାଥୀ ହୋଇ ବିଭିନ୍ନ ସ୍ଥାନକୁ ଯିବାଆସିବା କରନ୍ତି। ସେମାନେ ଏହି କାମ କରିବାର ଦୁଇ ଦଶନ୍ଧିରୁ ଅଧିକ ସମୟ ହେଲାଣି ଏବଂ ଅଳ୍ପ ଆୟ ସତ୍ତ୍ୱେ ସେମାନେ ଏହି କାମ ଛାଡ଼ିପାରିବେ ନାହିଁ

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Ashwini Kumar Shukla

ଅଶ୍ୱିନୀ କୁମାର ଶୁକ୍ଳା ଝାଡ଼ଖଣ୍ଡରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକ ଏବଂ ସେ ନୂଆଦିଲ୍ଲୀର ଭାରତୀୟ ଗଣଯୋଗାଯୋଗ ପ୍ରତିଷ୍ଠାନ (୨୦୧୮-୧୯)ରୁ ସ୍ନାତକ ଶିକ୍ଷା ହାସଲ କରିଛନ୍ତି। ସେ ୨୦୨୩ର ପରୀ ଏମଏମ୍ଏଫ୍ ଫେଲୋ।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।