young-soldiers-of-misfortune-or

Sangli, Maharashtra

Nov 12, 2024

ଦୁର୍ଭାଗ୍ୟର ଯୁବ ସୈନିକ

ମହାରାଷ୍ଟ୍ର ସାରା ସରକାରୀ ଚାକିରୀ ପାଇଁ ହତାଶ ହୋଇ ପଡ଼ିଥିବା ଯୁବକ ଏବଂ ଯୁବତୀମାନେ ଅଗ୍ନିବୀର ହେବା ପାଇଁ କଠିନ ତାଲିମ ନେଉଛନ୍ତି । ହେଲେ, ଏହା ଏକ ସ୍ୱଳ୍ପ ସମୟର ଲକ୍ଷ୍ୟ - ଚାରି ବର୍ଷ ପରେ, ସେମାନଙ୍କ ମଧ୍ୟରୁ କେବଳ ଏକ ଚତୁର୍ଥାଂଶ ସେନାରେ ସ୍ଥାୟୀ କ୍ୟାରିୟର କରିବାକୁ ସମର୍ଥ ହେବେ । ଅବଶିଷ୍ଟ ତାଲିମପ୍ରାପ୍ତ ସୈନିକମାନେ ପୁଣିଥରେ କାମ ଖୋଜିବେ

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍‌.ଏନ୍‌ ୨୦୧୭ ମସିହାରେ ପରୀର ଫେଲୋ ରହିଥିଲେ ଏବଂ ଜଣେ ସ୍ଵାଧୀନ ସାମ୍ଵାଦିକ ଭାବେ ବିଭିନ୍ନ ନ୍ୟୁଜ୍‌ ୱେବସାଇଟ ପାଇଁ କାମ କରୁଛନ୍ତି। ସେ କ୍ରିକେଟ ଖେଳିବା ଏବଂ ବୁଲାବୁଲି କରିବାକୁ ଭଲପାଆନ୍ତି।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।